ଓଡ଼ିଶା

ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ କେନ୍ଦ୍ରାପଡ଼ା ଜିଲ୍ଲାରେ ଥିବା ଭିତରକନିକା ଜାତୀୟ ଉଦ୍ୟାନ

ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ କେନ୍ଦ୍ରାପଡ଼ା ଜିଲ୍ଲାରେ ଥିବା ଭିତରକନିକା ଜାତୀୟ ଉଦ୍ୟାନ। ବାଉଳା କୁମ୍ଭୀର ଗଣନା ପାଇଁ ବନ୍ଦ ରହିବ ଭିତରକନିକା।

ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଅର୍ଥାତ ୯ ଦିନ ଧରି ଗଣନା କାର୍ଯ୍ୟ ଚାଲିବ। ତେବେ ଏହି ସମୟରେ ଭିତରକନିକା ନ ଆସିବାକୁ ରାଜନଗର ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com