ଓଡ଼ିଶା

ଦାରିଦ୍ର୍ୟ ସୀମାରେଖା ତଳେ ରହୁଥିବା ବରିଷ୍ଠ ନାଗରିକଙ୍କ ପାଇଁ ୨୦୧୬ରେ ତୀର୍ଥଯାତ୍ରା ଯୋଜନା ଆରମ୍ଭ

ରାଜ୍ୟ ସରକାର ଆର୍ଥିକ ଅନଗ୍ରସର ଏବଂ ଦାରିଦ୍ର୍ୟ ସୀମାରେଖା ତଳେ ରହୁଥିବା ବରିଷ୍ଠ ନାଗରିକଙ୍କ ପାଇଁ ୨୦୧୬ରେ ତୀର୍ଥଯାତ୍ରା ଯୋଜନା ଆରମ୍ଭ କରିଛନ୍ତି।

ଏହି ପରିପ୍ରେକ୍ଷୀରେ ବାଲେଶ୍ବର ରେଳ ଷ୍ଟେଶନରୁ ମଧ୍ୟାହ୍ନରେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ ଯାଜପୁର ଆଦି ୫ ଜିଲାର ୯୭୦ଜଣ ତୀର୍ଥଯାତ୍ରୀ ଓ ୩୦ଜଣ ଏସ୍କର୍ଟ ଅଫିସରଙ୍କୁ ନେଇ ଏକ ସ୍ବତନ୍ତ୍ର ଟ୍ରେନ ଉଜ୍ଜୈନ ଓମକାରେଶ୍ୱର ତୀର୍ଥସ୍ଥଳୀକୁ ଯାତ୍ରା କରିଛି।

Related Articles

Back to top button
WP Twitter Auto Publish Powered By : XYZScripts.com