ଜାତୀୟ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ ୬-୭, ୨୦୨୪ରେ ସର୍ବଭାରତୀୟ ସମ୍ମିଳନୀ ୨୦୨୩ରେ ଯୋଗଦେବେ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ ୬-୭, ୨୦୨୪ରେ ଜୟପୁରସ୍ଥିତ ରାଜସ୍ଥାନ ଅନ୍ତର୍ଜାତୀୟ କେନ୍ଦ୍ରରେ ପୋଲିସ ମହାନିର୍ଦ୍ଦେଶକ / ଆଇଜିଙ୍କ ସର୍ବଭାରତୀୟ ସମ୍ମିଳନୀ ୨୦୨୩ରେ ଯୋଗଦେବେ ।

ଜାନୁଆରି ୫ରୁ ୭ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏହି ତିନି ଦିନିଆ ସମ୍ମିଳନୀରେ ସାଇବର କ୍ରାଇମ, ପୁଲିସିଂରେ ଟେକ୍ନୋଲୋଜି, ଆତଙ୍କବାଦ ମୁକାବିଲା ଚ୍ୟାଲେଞ୍ଜ, ବାମପନ୍ଥୀ ଉଗ୍ରବାଦ, ଜେଲ୍ ସଂସ୍କାର ସମେତ ବିଭିନ୍ନ ପୁଲିସ ଓ ଆଭ୍ୟନ୍ତରୀଣ ନିରାପତ୍ତା ପ୍ରସଙ୍ଗରେ ଆଲୋଚନା ହେବ।

Related Articles

Back to top button
WP Twitter Auto Publish Powered By : XYZScripts.com