ଜାତୀୟ

ପୂର୍ବତନ ଭାରତୀୟ କ୍ରିକେଟର ଅମ୍ବାତି ରାୟୁଡୁ ୱାଇଏସଆର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି

ପୂର୍ବତନ ଭାରତୀୟ କ୍ରିକେଟର ଅମ୍ବାତି ରାୟୁଡୁ ୱାଇଏସଆର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି । ସେ ମାତ୍ର ୯ ଦିନ ପୂର୍ବରୁ ଆନ୍ଧ୍ରପ୍ରଦେଶର ଜଗନମୋହନ ରେଡ୍ଡୀଙ୍କ ୱାଇଏସଆର କଂଗ୍ରେସରେ ଯୋଗ ଦେଇଥିଲେ ।

ହେଲେ ଏମିତି କଣ ହେଲା ଯେ ମାତ୍ର ୯ ଦିନ ପରେ ସେ ପାର୍ଟି ଛାଡିଛନ୍ତି । ତାଙ୍କର ଏହି ଆଶ୍ଚର୍ଯ୍ୟଜନକ ନିଷ୍ପତି ଶୁଣି ସମସ୍ତେ ଚକିତ ହୋଇପଡିଛନ୍ତି । ସେ ନିଜେ ଏହି ନିଷ୍ପତି ବାବଦରେ ସମସ୍ତଙ୍କୁ ଜଣାଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com