ଓଡ଼ିଶା

ଚୋର ଧରାଇ ଦେଲେ କମିଶନରେଟ ପୁଲିସ ପକ୍ଷରୁ ଦିଆଯିବ ୧୦ ହଜାର ଟଙ୍କାର ପୁରସ୍କାର

ଚୋରି ଧରିବା ପାଇଁ କମିସନରେଟ୍ ପୁଲିସର ଅଭିନବ ପ୍ରୟାସ । ରାଜଧାନୀରେ କାନ୍ଥବାଡ଼ରେ ଲଗାଗଲା ମୋଷ୍ଟ ଓ୍ବାଣ୍ଟେଡ ଲୁଟେରାଙ୍କ ପୋଷ୍ଟର । ଚୋର ଧରାଇବାରେ ସାହାଯ୍ୟ କରିବାକୁ ସାଧାରଣ ଲୋକଙ୍କୁ ଅନୁରୋଧ କରିଛି କମିଶନରେଟ ପୁଲିସ ।

ଚୋର ଧରାଇ ଦେଲେ କମିଶନରେଟ ପୁଲିସ ପକ୍ଷରୁ ଦିଆଯିବ ୧୦ ହଜାର ଟଙ୍କାର ପୁରସ୍କାର । ଗୋପନ ରହିବ ସୂଚନାକାରୀଙ୍କ ତଥ୍ୟ । ଏନେଇ ସୂଚନା ଦେଇଛନ୍ତି ଡିସିପି ପ୍ରତୀକ ସିଂ ।

Related Articles

Back to top button
WP Twitter Auto Publish Powered By : XYZScripts.com