କ୍ରୀଡ଼ା

ସଦ୍ୟ ପ୍ରକାଶିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଟେବୁଲରେ ଭାରତକୁ ହଟାଇ ଅଷ୍ଟ୍ରେଲିଆ ପ୍ରଥମ ସ୍ଥାନ ଅଧିକାର କରି ନେଇଛି

ସଦ୍ୟ ପ୍ରକାଶିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଟେବୁଲରେ ଭାରତକୁ ହଟାଇ ଅଷ୍ଟ୍ରେଲିଆ ପ୍ରଥମ ସ୍ଥାନ ଅଧିକାର କରି ନେଇଛି।

ଶନିବାର ସିଡ୍‌ନୀଠାରେ ପାକିସ୍ତାନ ବିପକ୍ଷ ତୃତୀୟ ତଥା ଅନ୍ତିମ କ୍ରିକେଟ ଟେଷ୍ଟ ମ୍ୟାଚ ଜିତିବା ପରେ ଅଷ୍ଟ୍ରେଲିଆର ପଏଣ୍ଟ ୫୬.୨୫ ପ୍ରତିଶତରେ ପହଞ୍ଚତ୍ଛି। ଭାରତ ଦ୍ୱିତୀୟ ସ୍ଥାନକୁ ଖସି ଆସିଛି।

Related Articles

Back to top button
WP Twitter Auto Publish Powered By : XYZScripts.com