ଓଡ଼ିଶା

ଜଣେ ଆଜୀବନ ସଜା କାଟୁଥିବା କଏଦୀ ଜେଲରୁ ଫେରାର ହୋଇ ଯାଇଥିବା ଖବର ସାମ୍ନାକୁ ଆସିଛି

ଜଣେ ଆଜୀବନ ସଜା କାଟୁଥିବା କଏଦୀ ଜେଲରୁ ଫେରାର ହୋଇ ଯାଇଥିବା ଖବର ସାମ୍ନାକୁ ଆସିଛି। ଜେଲ କର୍ତ୍ତୃପକ୍ଷ ଓ କର୍ମଚାରୀଙ୍କୁ ଚକମା ଦେଇ ଆଜୀବନ ସଜା କାଟୁଥିବା ଆସାମୀ ଜଣକ ଫେରାର ହେବାରେ ସକ୍ଷମ ହୋଇଛନ୍ତି।

ତେବେ ଏଭଳି ଏକ ଅଭାବନୀୟ ଘଟଣା ଘଟି ଯାଇଥିବା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଉପକାରାଗାରରେ।

Related Articles

Back to top button
WP Twitter Auto Publish Powered By : XYZScripts.com