ଓଡ଼ିଶା
ମାଲକାନଗିରି ବିମାନ ବନ୍ଦରକୁ ବିମାନର ଟ୍ରାଏଲ ରନ୍ ସଫଳ ହୋଇଥିବା ବେଳେ ଖୁବ୍ଶୀଘ୍ର ବିମାନ ଉଡିବ

ମାଲକାନଗିରି ବିମାନ ବନ୍ଦରକୁ ବିମାନର ଟ୍ରାଏଲ ରନ୍ ସଫଳ ହୋଇଥିବା ବେଳେ ଖୁବ୍ଶୀଘ୍ର ବିମାନ ଉଡିବ। ଆସନ୍ତା ୯ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରି ବିମାନ ବନ୍ଦର ଲୋକାର୍ପଣ କରିବେ।
ଭୁବନେଶ୍ୱରରୁ ମୁଖ୍ୟମନ୍ତ୍ରୀ ମାଲକାନଗିରି ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରେ ବିମାନ ବନ୍ଦର ଉଦଘାଟନ ସହ ନୂତନ ବିମାନ ଚଳାଚଳର ଶୁଭାରମ୍ଭ କରିବେ।