ଓଡ଼ିଶା

ପାଠପଢା ଉପରେ ଗୁରୁତ୍ୱ ଦିଅ ବୋଲି ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଛନ୍ତି

ସଫଳତାର ମୂଳମନ୍ତ୍ର ହେଉଛି କଠିନ ପରିଶ୍ରମ। ଜୀବନରେ ସଫଳତା ପାଇବାକୁ ହେଲେ କଠିନ ପରିଶ୍ରମ କରିବାକୁ ପଡିବ। ସୋସିଆଲ ମିଡିଆ ଅପେକ୍ଷା ପାଠପଢା ଉପରେ ଗୁରୁତ୍ୱ ଦିଅ ବୋଲି ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଛନ୍ତି।

ହାବେଳି ପଡିଆରେ ବୁଧବାର ଜିଲା ସ୍ତରୀୟ ଯୁବ ମହୋତ୍ସବରେ ଯୋଗଦେଇ ସେ ଛାତ୍ରୀଛାତ୍ରଙ୍କୁ ସଫଳତାର ୬ ସୂତ୍ରୀ କର୍ଣ୍ଣମନ୍ତ୍ର ଦେଇଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com