ଓଡ଼ିଶା

ପୁଣି ଜଣେ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି

ପୁଣି ଜଣେ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେ ହେଲେ ରୋଶନୀ ଓରଫ ଉଙ୍ଗି ମାଡଭି। କୁଖ୍ୟାତ ମହିଳା ମାଓବାଦୀ ଉଙ୍ଗି ମାଡଭି ମାଲକାନଗିରି ଏସପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି।

ଉଙ୍ଗି ମାଡଭିଙ୍କ ଘର ଛତିଶଗଡ଼ର ଦାନ୍ତେୱାଡ଼ା ଜିଲ୍ଲା ପିତଦବା ଗାଁରେ। ସେ ୨୦୧୬ରେ ମାଓ ସଂଗଠନରେ ଯୋଗ ଦେଇଥିଲେ। ସଂଗଠନରେ ରହି ଛତିଶଗଡ଼ ଏବଂ ଓଡ଼ିଶାରେ ୨୧ରୁ ଅଧିକ ହିଂସାକାଣ୍ଡରେ ସାମିଲ ଥିଲେ।

Related Articles

Back to top button
WP Twitter Auto Publish Powered By : XYZScripts.com