ମନୋରଞ୍ଜନ

ବଲିଉଡ୍‌ ଅଭିନେତା ରଣଦୀପ ହୁଡ୍ଡା ପ୍ରାୟତଃ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି

ବଲିଉଡ୍‌ ଅଭିନେତା ରଣଦୀପ ହୁଡ୍ଡା ପ୍ରାୟତଃ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। କିଛିଦିନ ଆଗରୁ ସେ ତାଙ୍କ ବିବାହକୁ ନେଇ ଚର୍ଚ୍ଚାରେ ଥିଲେ। ଆସନ୍ତା ୨୨ ତାରିଖରେ ଅଯୋଧ୍ୟାରେ ରାମମନ୍ଦିରର ପ୍ରାଣ ପ୍ରତିଷ୍ଠା ସମାରୋହରେ ଯୋଗଦେବାକୁ ଅଭିନେତାଙ୍କୁ ନିମନ୍ତ୍ରଣ କରାଯାଇଛି।

ରାମମନ୍ଦିର ସମାରୋହରେ ଦେଶର ବଡ଼ ବଡ଼ ବ୍ୟକ୍ତିବିଶେଷ, ସାଧୁ ସନ୍ଥ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଏନ୍‌ଆଇ ଏକ ପୋଷ୍ଟରେ ରଣଦୀପ ରାମମନ୍ଦିର ସମାରୋହରେ ଭାଗ ନେବାକୁ ଅଫିସିଆଲ ନିମନ୍ତ୍ରଣ ପାଇଥିବା ନଜରକୁ ଆସିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com