ଜାତୀୟ

ଜାନୁଆରୀ ୨୨ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଉତ୍ସବ

ଅଯୋଧ୍ୟାରେ ଜାନୁଆରୀ ୨୨ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି ବହୁ ପ୍ରତିକ୍ଷୀତ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଉତ୍ସବ । ଏହି ସମାରୋହଙ୍କୁ ଅନେକ ଲୋକ ଓ ରାଜନୈତିକ ଦଳମାନଙ୍କୁ ନିମନ୍ତ୍ରଣ ମିଳିଥିଲେ ବି କଂଗ୍ରେସ ନେତାମାନେ ଏହି ଉତ୍ସବରେ ଯୋଗ ଦେବେ ନାହିଁ ।

ଏନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଓ ଅଧିର ରଂଜନ ଚୌଧୁରୀ ସ୍ପଷ୍ଟ କରିଛନ୍ତି କି, କଂଗ୍ରେସ ନେତାମାନେ ରାମମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବରେ ଯୋଗ ଦେବେ ନାହିଁ । ଏହା ବିଜେପି ଓ ଆରଏସଏସର ବ୍ୟକ୍ତିଗତ ଉତ୍ସବ ବୋଲି କଂଗ୍ରେସ ନେତା କହିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com