ଓଡ଼ିଶା

ବେଆଇନ ବାଲି ଉଠାଣ ଉପରେ ପୁଣିଥରେ ରୋକ୍ ଲଗାଇଛନ୍ତି ଉଚ୍ଚ ନ୍ୟାୟାଳୟ

ଅଧିକାଂଶ ସମୟରେ ବିଭିନ୍ନ କାରଣ ପାଇଁ ନଦୀପଠାରୁ ବେଆଇନ ଭାବରେ ବାଲିଉଠାଣ ହେଉଥିବା ଦେଖାଯାଇଛି । କିନ୍ତୁ ବର୍ତ୍ତମାନ ଏଭଳି କାରନାମା ଉପରେ ଶକ୍ତ ନିର୍ଦ୍ଦେଶ ଜାରି କରିଛନ୍ତି ମାନ୍ୟବର ହାଇକୋର୍ଟ ।

ବେଆଇନ ବାଲି ଉଠାଣ ଉପରେ ପୁଣିଥରେ ରୋକ୍ ଲଗାଇଛନ୍ତି ଉଚ୍ଚ ନ୍ୟାୟାଳୟ । ରାଜ୍ୟ ସରକାରଙ୍କ ବିଜ୍ଞପ୍ତି ଉପରେ ହାଇକୋର୍ଟ ସ୍ଥଗିତାଦେଶ ଜାରି କରିଛନ୍ତି । ହାଇକୋର୍ଟ ଏହା ଉପରେ ରହିତାଦେଶ ଜାରି କରିଥିଲେ ମଧ୍ୟ ବିଜ୍ଞପ୍ତି ଜାରି କରିଥିଲା ଖଣି ବିଭାଗ ।

Related Articles

Back to top button
WP Twitter Auto Publish Powered By : XYZScripts.com