ଓଡ଼ିଶା

ରାଜ୍ୟରେ ଶୀତର ପ୍ରକୋପ ବଢ଼ିବ

ରାଜ୍ୟରେ ଶୀତର ପ୍ରକୋପ ବଢ଼ିବ। ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଖସିବ। ତେବେ ରାଜ୍ୟରେ ଶୀତର ପ୍ରକୋପ ଆହୁରି ବଢ଼ିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍‌ କରି ସୂଚନା ଦେଇଛି ।

ତେବେ ଆଗାମୀ ୩ ଦିନ ଯାଏଁ ପାଗରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ପରବର୍ତ୍ତୀ ସମୟରେ ରାଜ୍ୟର ଅନେକ ସ୍ଥାନରେ ରାତ୍ରି ତାପମାତ୍ରାରେ ୨ ରୁ ୩ ଡ଼ିଗ୍ରୀ ପର୍ଯ୍ୟନ୍ତ ହ୍ରାସ ଘଟିବାରେ ସମ୍ଭାବନା ରହିଛି ପାଣିପାଗ ବିଭାଗ ଆକଳନ କରିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com