ଅନ୍ତର୍ଜାତୀୟ

ଇସ୍ରାଏଲ-ହମାସ ମଧ୍ୟରେ ଏବେ ବି ଯୁଦ୍ଧ ଜାରି ରହିଛି

ଇସ୍ରାଏଲ-ହମାସ ମଧ୍ୟରେ ଏବେ ବି ଯୁଦ୍ଧ ଜାରି ରହିଛି । ଗାଜା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଅକ୍ଟୋବର ୭ରେ ଇସ୍ରାଏଲ ସହ ଯୁଦ୍ଧ ଆରମ୍ଭ ହେବା ପର ଠାରୁ ପାଲେଷ୍ଟାଇନ ଅଞ୍ଚଳରେ ଅତି କମ୍‌ରେ ୨୩ ହଜାର ୮୪ ଲୋକ ପ୍ରାଣ ହରାଇଛନ୍ତି ଏବଂ ୫୮ ହଜାର ୯୨୬ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ୨୪୯ ଜଣ ଲୋକଙ୍କ ମୃତ୍ୟୁ ଘଟିଥିବା ମନ୍ତ୍ରଣାଳୟ ପ୍ରକାଶ କରିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com