କ୍ରୀଡ଼ା

ଆଇପିଏଲ୍‌ ୨୦୨୪ରେ ମହେନ୍ଦ୍ର ସିଂ ଧୋନୀ ଖେଳିବେ କି ନାହିଁ

ଆଇପିଏଲ୍‌ ୨୦୨୪ରେ ମହେନ୍ଦ୍ର ସିଂ ଧୋନୀ ଖେଳିବେ କି ନାହିଁ ସେନେଇ ନାନାଦି ଚର୍ଚ୍ଚା ଲାଗି ରହିଥିଲା। ଏବେ ସମସ୍ତ ଆଲୋଚନା ଉପରେ ପୂର୍ଣ୍ଣଚ୍ଛେଦ ପଡ଼ିଛି।

ଧୋନୀଙ୍କ ଏକ ନୂଆ ଭିଡିଓ ସାମ୍ନାକୁ ଆସିଛି। ଭିଡିଓରେ ସେ ଅଭ୍ୟାସ କରୁଥିବା ଦେଖାଯାଇଛି। ଏଣୁ ସେ ଆଇପିଏଲ୍‌ ୨୦୨୪ରେ ଖେଳିବା ସହ ପୁଣି ଥରେ ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ହୋଇପାରନ୍ତି ବୋଲି କୁହାଯାଉଛି।

Related Articles

Back to top button