ଓଡ଼ିଶା

ଓଡ଼ିଶାରେ ୪ ଦିନ ରହିବେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ

ଓଡ଼ିଶାରେ ୪ ଦିନ ରହିବେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ। ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ ନ୍ୟାୟ ଯାତ୍ରାର ଲୋଗୋ ଉନ୍ମୋଚନ ଅବସରରେ ଏହା କହିଛନ୍ତି ବରିଷ୍ଠ କଂଗ୍ରେସ ନେତା ଶରତ ରାଉତ।

ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ ନ୍ୟାୟ ଯାତ୍ରା ପାଇଁ ଲୋଗୋ ଉନ୍ମୋଚନ କରିଛି ରାଜ୍ୟ କଂଗ୍ରେସ। ଏକ ନମ୍ବର ଜାରି କରିବା ସହ ସେହି ନମ୍ବରରେ ମିସ୍ କଳ୍ ଦେଇ ଏହି ଯାତ୍ରାରେ ସାମିଲ ହେବାକୁ ଲୋକଙ୍କୁ ଅପିଲ କରିଛନ୍ତି କଂଗ୍ରେସ ନେତା।

Related Articles

Back to top button