ଓଡ଼ିଶା

ହାଇଟେକ୍ ମେଡିକାଲ ବିସ୍ଫୋରଣ ଘଟଣାରେ ରାଜ୍ୟ ସରକାରଙ୍କ ହସ୍ତକ୍ଷେପ

ହାଇଟେକ୍ ମେଡିକାଲ ବିସ୍ଫୋରଣ ଘଟଣାରେ ରାଜ୍ୟ ସରକାରଙ୍କ ହସ୍ତକ୍ଷେପ । ବୈଷୟିକ ଓ ବୃତିଗତ ଛାତ୍ର ସଂଘର ଦୃଷ୍ଟି ଆକର୍ଷଣ ପରେ ତତ୍ପରତା ପ୍ରକାଶ କରିଛନ୍ତି ସରକାର ।

ଏସି ବିସ୍ଫୋରଣରେ ୩ ଜଣଙ୍କ ମୃତ୍ୟୁ ଘଟଣାର ତଦନ୍ତ କରିବା ସହ ବିସ୍ତୃତ ରିପୋର୍ଟ ଦେବାକୁ ଶ୍ରମ କମିଶନରଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଶବ ସଂପର୍କରେ ଭୁଲ ତଥ୍ୟ ଯୋଗୁଁ ଜଣେ ମହିଳା ଆତ୍ମହତ୍ୟା କରିଛନ୍ତି । ଦିଲ୍ଲୀପ ସାମନ୍ତରାୟଙ୍କ ମୃତ୍ୟୁ ଖବର ଶୁଣିବା ପରେ ତାଙ୍କ ସ୍ତ୍ରୀ ଆତ୍ମହତ୍ୟା କରିଥିଲେ ।

Related Articles

Back to top button
WP Twitter Auto Publish Powered By : XYZScripts.com