ଓଡ଼ିଶା

ବିଡିଓ ବିଶ୍ୱରଞ୍ଜନ ମହାନ୍ତିଙ୍କ ଝୁଲନ୍ତା ମୃତଦେହ ତାଙ୍କ ସରକାରୀ ବାସଗୃହରୁ ଠାବ

ବାଲେଶ୍ୱର ଜିଲ୍ଲା ସିମୁଳିଆ ବିଡିଓ ବିଶ୍ୱରଞ୍ଜନ ମହାନ୍ତିଙ୍କ ଝୁଲନ୍ତା ମୃତଦେହ ତାଙ୍କ ସରକାରୀ ବାସଗୃହରୁ ଠାବ କରାଯାଇଥିବା ଆଜି ସନ୍ଧ୍ୟାରେ ଜଣାପଡ଼ିଛି।

ସ୍ଥାନୀୟ ଲୋକଙ୍କ ଠାରୁ ସୂଚନା ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ବିଡିଓ ସ୍ବର୍ଗତ ମହାନ୍ତିଙ୍କ ମୃତଦେହ ଜବତ କରିଛି। ପୁଲିସ ମାମଲା ରୁଜୁ କରି ଘଟଣାର ଛାନ୍‌ଭିନ୍ କରୁଛି। ରିପୋର୍ଟ ଲେଖାଯିବା ବେଳକୁ ବିଡିଓଙ୍କ ମୃତ୍ୟୁର କାରଣ ଜଣାପଡ଼ି ନାହିଁ।

Related Articles

Back to top button
WP Twitter Auto Publish Powered By : XYZScripts.com