ରାଜନୀତି

ବିଜେପି ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ଏକ ଭର୍ଚୁଆଲ ବୈଠକ ଶନିବାର ଦିନ ଅନୁଷ୍ଠିତ ହୋଇଯାଇଛି

ବିଜେପି ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ଏକ ଭର୍ଚୁଆଲ ବୈଠକ ଶନିବାର ଦିନ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ୧୦ଟି ରାଜନୈତିକ ଦଳର ନେତା ଯୋଗ ଦେଇଥିଲେ । ବୈଠକ କ୍ରମରେ ମେଣ୍ଟର ସଂଯୋଜକ ଭାବେ ନୀତିଶ କୁମାରଙ୍କ ନାମ ପ୍ରସ୍ତାବ ଦିଆଯାଇଥିଲା ।

ହେଲେ ନିଜେ ନୀତିଶ କୁମାର ଏହି ପ୍ରସ୍ତାବକୁ ପ୍ରତ୍ୟାଖାନ କରିବା ସହ ଲାଲୁ ଯାଦବଙ୍କୁ ମେଣ୍ଟର ସଂଯୋଜକ ଭାବେ ଚୟନ କରାଯାଉ ବୋଲି ତାଙ୍କ ତରଫରୁ ପ୍ରସ୍ତାବ ଦେଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com