ଓଡ଼ିଶା

ବ୍ରହ୍ମପୁର ଉପକଣ୍ଠ ହଳଦିଆପଦର ସ୍ଥିତ ଓୟୋ ହୋଟେଲ ରୁମରେ ଜଣେ ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା

ବ୍ରହ୍ମପୁର ଉପକଣ୍ଠ ହଳଦିଆପଦର ସ୍ଥିତ ଓୟୋ ହୋଟେଲ ରୁମରେ ଜଣେ ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପୁଲିସ ତାଙ୍କ ପ୍ରେମିକଙ୍କୁ ଅଟକ ରଖି ପଚରାଉଚରା କରୁଛି।

ମୃତ ଯୁବତୀ ଜଣଙ୍କ ଜଣେ ଅଙ୍ଗନବାଡ଼ି କର୍ମୀ। ତାଙ୍କ ଘର ପୁରୀ ଜିଲ୍ଲା ଚନ୍ଦନପୁର ଥାନା ଅଞ୍ଚଳରେ। ଶୁକ୍ରବାର ସେ ତାଙ୍କ ପ୍ରେମିକ ସଙ୍କେତ ସେନାପତିଙ୍କ ସହ ଭୁବନେଶ୍ୱରରୁ ଆସି ହଳଦିଆପଦର ସ୍ଥିତ ଓୟୋ ହୋଟେଲ୍‌ରେ ରହିଥିଲେ। ସେଠାରେ ସେ ଅସୁସ୍ଥ ହୋଇପଡ଼ିଥିଲେ ବୋଲି ତାଙ୍କ ପ୍ରେମିକ କହିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com