ଓଡ଼ିଶା

୫ଟି ସ୍କୁଲ ରୂପାନ୍ତରୀକରଣର ଚତୁର୍ଥ ପର୍ଯ୍ୟାୟରେ ୬ଟି ଜିଲ୍ଲାର ୩୨୭ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ

୫ଟି ସ୍କୁଲ ରୂପାନ୍ତରୀକରଣର ଚତୁର୍ଥ ପର୍ଯ୍ୟାୟରେ ୬ଟି ଜିଲ୍ଲାର ୩୨୭ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଶନିବାର ମାଲକାନଗିରିର ୩୫ଟି ଉଚ୍ଚ ବିଦ୍ୟାଳୟ, ବାଲେଶ୍ଵର ଜିଲ୍ଲାର ୭୬, ଗଜପତି ଜିଲ୍ଲାର ୨୮, ଢେଙ୍କାନାଳ ଜିଲ୍ଲାର ୬୩,କେନ୍ଦୁଝର ଜିଲ୍ଲାର ୪୫ ଓ କଟକ ଜିଲ୍ଲାର ୮୦ଟି ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ।

Related Articles

Back to top button
WP Twitter Auto Publish Powered By : XYZScripts.com