Featuredଓଡ଼ିଶା

୧୭ ତାରିଖରେ ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ

୧୭ ତାରିଖରେ ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଲୋକାର୍ପଣ କରିବା ପରେ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ସମର୍ପିତ ହେବ ପ୍ରଦକ୍ଷଣ ମାର୍ଗ।

ଶ୍ରୀମନ୍ଦିରରୁ ଆରମ୍ଭ କରି ସମଗ୍ର ସହର ସଜେଇ ହୋଇଛି। ଉତ୍ସବମୁଖର ହୋଇଉଠିଛି ଶ୍ରୀକ୍ଷେତ୍ର। ତେବେ ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନର ଏହି ପ୍ରକଳ୍ପ ପାଇଁ ବହୁ ବାଧାବିଘ୍ନ, ଘାତ-ପ୍ରତିଘାତ, ଅଦାଲତୀ ଲଢ଼େଇର ସମ୍ମୁଖୀନ ହେବାକୁ ପଡ଼ିଛି।

Related Articles

Back to top button
WP Twitter Auto Publish Powered By : XYZScripts.com