ଜାତୀୟ

ଭାରତୀୟ ବାସୁମତି ଚାଉଳକୁ ବିଶ୍ୱର ଶ୍ରେଷ୍ଠ ଚାଉଳ ମାନ୍ୟତା ମିଳିଛି

ଭାରତୀୟ ବାସୁମତି ଚାଉଳକୁ ବିଶ୍ୱର ଶ୍ରେଷ୍ଠ ଚାଉଳ ମାନ୍ୟତା ମିଳିଛି। ଲୋକପ୍ରିୟ ଖାଦ୍ୟ ବିଶ୍ଳେଷଣକାରୀ ସଂସ୍ଥା ‘ଟେଷ୍ଟ ଆଟ୍‌ଲାସ୍’ ପକ୍ଷରୁ ବାସୁମତି ଚାଉଳକୁ ବର୍ଷ ୨୦୨୩-୨୪ ପାଇଁ ବିଶ୍ୱର ସର୍ବୋତ୍ତମ ଚାଉଳ ମାନ୍ୟତା ପ୍ରଦାନ କରାଯାଇଛି।

ନିକଟରେ ଏହି ସଂସ୍ଥା ବିଶ୍ୱର ୧୦୦ ଶ୍ରେଷ୍ଠ ବ୍ୟଞ୍ଜନ ତାଲିକାରେ ଭାରତକୁ ୧୧ ତମ ସ୍ଥାନରେ ରଖିଥିଲା। ଏବେ ଭାରତର ବାସୁମତି ଚାଉଳକୁ ‘ଟେଷ୍ଟ ଆଟ୍‌ଲାସ୍’ ଦୁନିଆର ସବୁଠାରୁ ଭଲ ଚାଉଳ ବୋଲି କହିଛି।

Related Articles

Back to top button
WP Twitter Auto Publish Powered By : XYZScripts.com