Featuredଜାତୀୟ

ଭାରତୀୟ ପାଣିପାଗ ବିଭାଗକୁ ୧୫୦ ବର୍ଷ ପୂରିଛି

ଭାରତୀୟ ପାଣିପାଗ ବିଭାଗକୁ ୧୫୦ ବର୍ଷ ପୂରିଛି । ୧୮୭୫ ମସିହା ଜାନୁଆରୀ ୧୫ ତାରିଖରେ ପ୍ରତିଷ୍ଠା ହୋଇଥିଲା ଭାରତୀୟ ପାଣିପାଗ ବିଭାଗ । ଏହି ୧୫୦ ବର୍ଷ ଭିତରେ ବିଭିନ୍ନ ସମୟରେ ପାଣିପାଗର ପ୍ରାକ୍ ସୂଚନା ଦେଇ ଚାଲିଛି ଆଇଏମ୍ଡି ।

ଓଡ଼ିଶା ଏକ ବାତ୍ୟା ପ୍ରବଣ ରାଜ୍ୟ । ନିକଟରେ ଫନି, ହୁଡ୍ହୁଡ୍, ଫାଇଲିନ୍ ପରି ବାତ୍ୟା ଦେଖିଛି ଓଡ଼ିଶା । ହେଲେ ପାଣିପାଗ ବିଭାଗର ସଠିକ୍ ଆଗୁଆ ଆକଳନ ପାଇଁ ଏପରି ପ୍ରଳୟଙ୍କାରୀ ବାତ୍ୟାର ମୁକାବିଲା କରାଯାଇପାରିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com