କ୍ରୀଡ଼ା

ଭାରତୀୟ ସ୍ପିନର ୟୁଜବେନ୍ଦ୍ର ଚହଲଙ୍କୁ ଡ୍ୟାନ୍ସ ରିଅଲିଟି ସୋ ‘ଝଲକ ଦିଖଲା ଜା’ର ସେଟରେ ଦେଖିବାକୁ ମିଳିଛି

ଭାରତୀୟ ସ୍ପିନର ୟୁଜବେନ୍ଦ୍ର ଚହଲଙ୍କୁ ଡ୍ୟାନ୍ସ ରିଅଲିଟି ସୋ ‘ଝଲକ ଦିଖଲା ଜା’ର ସେଟରେ ଦେଖିବାକୁ ମିଳିଛି। ସେ ତାଙ୍କ ପତ୍ନୀ ଧନଶ୍ରୀ ବର୍ମାଙ୍କୁ ସମର୍ଥନ କରିବାକୁ ଏଠାକୁ ଆସିଥିଲେ। ଧନଶ୍ରୀ ମଧ୍ୟ ଏଥର ଶୋ’ରେ ଭାଗ ନେଉଛନ୍ତି। ଏହି ଶୋ’ରେ ତାଙ୍କୁ ଏକ ୱାଇଲ୍ଡ କାର୍ଡ ଏଣ୍ଟ୍ରି ମିଳିଛି।

ଧନଶ୍ରୀ ଜଣେ ଭଲ ଡ୍ୟାନ୍ସର। ସେ ଜଣେ କୋରିଓଗ୍ରାଫର୍‌। ସେ ପ୍ରାୟତଃ ସୋସିଆଲ ମିଡିଆରେ ନିଜର ଡ୍ୟାନ୍ସ ଭିଡିଓ ପୋଷ୍ଟ କରନ୍ତି। ଏହି କାରଣରୁ ତାଙ୍କୁ ଡ୍ୟାନ୍ସ ରିଅଲିଟି ସୋ ‘ଝଲକ ଦିଖଲା ଜା’କୁ ଡକାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com