ଅନ୍ୟାନ୍ୟ

ଗଞ୍ଜାମ ଜିଲ୍ଲାରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ

ଗଞ୍ଜାମ ଜିଲ୍ଲାରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଦୁଇଦିନିଆ ଗଞ୍ଜାମ ଗସ୍ତରେ ଯାଇ ହିଞ୍ଜିଳିକାଟୁରେ ପହଞ୍ଚିଛନ୍ତି କାର୍ତ୍ତିକ ପାଣ୍ଡିଆନ ।

ହିଞ୍ଜିଳିକାଟୁର ପୋଚିଲିମା ଖାମ୍ବିୟଦୋରା ଜୁନିୟର ସାଇନ୍ସ କଲେଜରେ ପ୍ରଥମେ ପହଞ୍ଚିବା ପରେ ସେଠାରେ କଲେଜ ରୂପାନ୍ତରଣ କାର୍ଯ୍ୟର ଅନୁଧ୍ୟାନ କରିବା ସହ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଥିଲେ କାର୍ତ୍ତିକ ପାଣ୍ଡିଆନ୍ । ଏହି ଦୁଇଦିନିଆ ଗସ୍ତ ଅବସରରେ କାର୍ତ୍ତିକ ପାଣ୍ଡିଆନ ଜିଲ୍ଲାରେ ଚାଲିଥିବା ବିଭିନ୍ନ ଉନ୍ନୟନ କାମର ସମୀକ୍ଷା କରିବେ ।

Related Articles

Back to top button
WP Twitter Auto Publish Powered By : XYZScripts.com