ଓଡ଼ିଶା

‘ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ’ର ରୂପରେଖ ପ୍ରସ୍ତୁତ ହୋଇଥିଲା ୨୦୧୯ ମସିହା ଅକ୍ଟୋବର ୧୯‌ରେ

ଓଡ଼ିଶା ଇତିହାସର ସ୍ବର୍ଣ୍ଣିମ ଅଧ୍ୟାୟରେ ଲେଖାଯିବାକୁ ଥିବା ‘ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ’ର ରୂପରେଖ ପ୍ରସ୍ତୁତ ହୋଇଥିଲା ୨୦୧୯ ମସିହା ଅକ୍ଟୋବର ୧୯‌ରେ।

୨୦୨୧ ନଭେମ୍ବର ମାସ ୨୪ ତାରିଖରେ ପ୍ରତ୍ୟେକ ଓଡିଆ ତଥା ଜଗନ୍ନାଥପ୍ରେମୀଙ୍କ ପାଇଁ ଥିଲା ସ୍ମରଣୀୟ ଦିବସ । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ ହୋଇଥିଲା ଅନେକ ପ୍ରତିବନ୍ଧକ ପରେ ୨୦୨୧ ମସିହାରେ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ କରାଯାଇଥିଲା।

Related Articles

Back to top button
WP Twitter Auto Publish Powered By : XYZScripts.com