ଓଡ଼ିଶା

ଲକ୍ଷ୍ମୀ ଯୋଜନାରେ ଆସନ୍ତା ୧୭ ତାରିଖରୁ ୧୫ ଜିଲାରୁ ଓଏସ୍‌ଆର୍‌ଟିସି ପକ୍ଷରୁ ପୁରୀକୁ ସ୍ବତନ୍ତ୍ର ଏସି ବସ୍‌ ଆରମ୍ଭ ହେବ।

ଲକ୍ଷ୍ମୀ ଯୋଜନାରେ ଆସନ୍ତା ୧୭ ତାରିଖରୁ ୧୫ ଜିଲାରୁ ଓଏସ୍‌ଆର୍‌ଟିସି ପକ୍ଷରୁ ପୁରୀକୁ ସ୍ବତନ୍ତ୍ର ଏସି ବସ୍‌ ଆରମ୍ଭ ହେବ। ପରିକ୍ରମା ପ୍ରକଳ୍ପର ଉଦ୍‌ଘାଟନ ଅବସରରେ ପ୍ରଥମ ପର୍ଯ୍ୟାୟରେ ୧୫ଟି ଚାଲିବ।

ଏନେଇ କିଣାଯାଇଥିବା ୧୫ଟି ନୂଆ ବସ୍‌ ବର୍ତ୍ତମାନ ଭୁବନେଶ୍ୱରରେ ପହଞ୍ଚିସାରିଛି। ପରବର୍ତ୍ତୀ ପର୍ଯ୍ୟାୟରେ ଅଧିକ ଜିଲାରୁ ଏହି ବସ୍‌ ଚଳାଚଳ ଆରମ୍ଭ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com