ରାଜନୀତି

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ବଡ଼ ଭଉଣୀଙ୍କ ସୋମବାର ମୁମ୍ବାଇର ଏକ ଡାକ୍ତରଖାନାରେ ଚିକିତ୍ସ‌ାଧୀନ ଅବସ୍ଥାରେ ପରଲୋକ ହୋଇଯାଇଛି

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ବଡ଼ ଭଉଣୀଙ୍କ ସୋମବାର ମୁମ୍ବାଇର ଏକ ଡାକ୍ତରଖାନାରେ ଚିକିତ୍ସ‌ାଧୀନ ଅବସ୍ଥାରେ ପରଲୋକ ହୋଇଯାଇଛି। ବଡ଼ଭଉଣୀ ରାଜେଶ୍ୱରୀ ବେନ ଶାହାଙ୍କ ମୃତ୍ୟୁ ଖବର ପାଇ ଅମିତ ଶାହା ସମ୍ପୂର୍ଣ୍ଣ ଭାବେ ଭାଙ୍ଗି ପଡ଼ିଛନ୍ତି।

ସେତାଙ୍କର ସମସ୍ତ କାର୍ଯ୍ୟକ୍ରମ ଓ ଗସ୍ତକୁ ବାତିଲ କରିଛନ୍ତି। ୬୦ ବର୍ଷୀୟ ରାଜେଶ୍ୱରୀ ବେନଙ୍କ ଫୁସଫୁସ ପ୍ରତିରୋପଣ କରାଯାଇଥିଲା। କିଛିମାସ ତଳେ ସେ ଅସୁସ୍ଥ ହେବାରୁ ତାଙ୍କୁ ମୁମ୍ବାଇର ଏକ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା।

Related Articles

Back to top button
WP Twitter Auto Publish Powered By : XYZScripts.com