ଓଡ଼ିଶା

ପ୍ରାରମ୍ଭିକ ପର୍ଯ୍ୟାୟରେ ପୁରୀ ଶ୍ରୀକ୍ଷେତ୍ରରେ ପହଞ୍ଚିଲା ୧୨ଟି ଜଗନ୍ନାଥ ଏକ୍ସପ୍ରେସ

ପ୍ରାରମ୍ଭିକ ପର୍ଯ୍ୟାୟରେ ପୁରୀ ଶ୍ରୀକ୍ଷେତ୍ରରେ ପହଞ୍ଚିଲା ୧୨ଟି ଜଗନ୍ନାଥ ଏକ୍ସପ୍ରେସ । ବସଷ୍ଟାଣ୍ଡରେ ପହଞ୍ଚିବା ପରେ ଯାତ୍ରୀଙ୍କୁ ସ୍ବାଗତ କରାଯାଇଛି। ଏହି ସୁପର ପ୍ରିମିୟର ବସର କିମି ପିଛା ୨ଟଙ୍କା ୪୪ ପଇସା । 5T ଉପକ୍ରମରେ ଆରମ୍ଭ ହୋଇଥିବା ଲକ୍ଷ୍ମୀ ଯୋଜନାରେ ଆରମ୍ଭ ହେଲା ଏହି ସେବା । ୩୦ଟି ଜିଲ୍ଲାରୁ ୮୦ଟି ସୁପର ପ୍ରିମିୟମ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍‌ ଚାଲିବ ।

ପ୍ରଥମ ପର୍ଯ୍ୟାୟରେ ୧୨ଟି ଜିଲ୍ଲାରୁ ବସ୍‌ସେବା ଆରମ୍ଭ ହେଲା । ଜିଲ୍ଲା ସଦରମହକୁମାରୁ ଭୁବନେଶ୍ଵର ଦେଇ ମହାପ୍ରଭୁଙ୍କ ଧାମ ପୁରୀକୁ ଯିବ ବସ୍‌ ।“ଲକ୍ଷ୍ମୀ ଯୋଜନାରେ ମା’ମାନଙ୍କ ପାଇଁ ଟିକେଟ୍‌ର ମୂଲ୍ୟ ୫ ଟଙ୍କା, ଶ୍ରୀଜଗନ୍ନାଥ ଏକ୍ସପ୍ରେସରେ ମା’ମାନଙ୍କ ପାଇଁ ଟିକଟ ମୂଲ୍ୟ ୫୦ ପ୍ରତିଶତ ରହିବ ।

Related Articles

Back to top button
WP Twitter Auto Publish Powered By : XYZScripts.com