ଓଡ଼ିଶା

ମାହାଙ୍ଗା ଡବଲ ମର୍ଡର ଘଟଣାରେ ବିଧାୟକ ପ୍ରତାପ ଜେନାଙ୍କୁ ପୁଣି ଆଶ୍ୱସ୍ତି ମିଳିଛି

ମାହାଙ୍ଗା ଡବଲ ମର୍ଡର ଘଟଣାରେ ବିଧାୟକ ପ୍ରତାପ ଜେନାଙ୍କୁ ପୁଣି ଆଶ୍ୱସ୍ତି ମିଳିଛି। ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ଅବଧି ୨୦୨୪, ଫେବ୍ରୁଆରି ୧ ତାରିଖ ପର୍ୟ୍ୟନ୍ତ ବଢିଛି। ସାଲେପୁର ଜେଏମଏଫସି ଅଦାଲତଙ୍କ ୨୦୨୩, ସେପ୍ଟେମ୍ବର ୨୫ର ନିର୍ଦ୍ଦେଶ ବିରୋଧରେ ପ୍ରତାପ ଜେନା ଦାୟର କରିଥିବା ଆବେଦନ ହାଇକୋର୍ଟରେ ଶୁଣାଣି ହୋଇଥିଲା।

ତାଙ୍କୁ ଦିଆଯାଇଥିବା ଅନ୍ତରୀଣ ସୁରକ୍ଷା ଆସନ୍ତା ଫେବ୍ରୁଆରି ପହିଲା ଯାଏଁ ବଳବତ୍ତର ରହିଛି।

Related Articles

Back to top button
WP Twitter Auto Publish Powered By : XYZScripts.com