ଓଡ଼ିଶା

୨ ଜଣ ଆଇଜିଙ୍କ ସମେତ ୨୦ ଜଣ ପୋଲିସ କର୍ମଚାରୀ ପାଇବେ ସମ୍ମାନଜନକ ରାଜ୍ୟପାଳ ପଦକ

୨୦୨୩ ବର୍ଷ ପାଇଁ ରାଜ୍ୟପାଳ ପୋଲିସ ପଦକ ଘୋଷଣା । ୨ ଜଣ ଆଇଜିଙ୍କ ସମେତ ୨୦ ଜଣ ପୋଲିସ କର୍ମଚାରୀ ପାଇବେ ସମ୍ମାନଜନକ ରାଜ୍ୟପାଳ ପଦକ ।

କାଟାଗୋରି ୧ରେ ପୂର୍ବାଞ୍ଚଳ ଆଇଜି ହିମାଂଶୁ ଲାଲ ଓ କ୍ରାଇମବ୍ରାଞ୍ଚ ଆଇଜି ସଫିନ ଅହମ୍ମଦ ପୋଲିସ ପଦକ ପାଇବେ । ସେହିଭଳି କାଟାଗୋରି ୨ରେ ଗଞ୍ଜାମ ଏସପି ଜଗମୋହନ ମୀନା ଓ ସମ୍ବଲପୁର ଏସପି ମୁକେଶ ଭାମୁ ପାଇବେ ଏହି ପୁରସ୍କାର।

Related Articles

Back to top button
WP Twitter Auto Publish Powered By : XYZScripts.com