ଓଡ଼ିଶା
ଆଜିଠାରୁ ୨୫ ତାରିଖ ପର୍ଯ୍ୟନ୍ତ ଉପକୂଳ ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ପାଗ ମେଘୁଆ ରହିବା ସହ ସ୍ଥାନେସ୍ଥାନେ ହାଲୁକାରୁ ସ୍ୱଳ୍ପ ବର୍ଷା ହୋଇପାରେ
ଆଜିଠାରୁ ୨୫ ତାରିଖ ପର୍ଯ୍ୟନ୍ତ ଉପକୂଳ ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ପାଗ ମେଘୁଆ ରହିବା ସହ ସ୍ଥାନେସ୍ଥାନେ ହାଲୁକାରୁ ସ୍ୱଳ୍ପ ବର୍ଷା ହୋଇପାରେ।
୨୨ ଓ ୨୩ତାରିଖରେ ବର୍ଷାର ସମ୍ଭାବନା ସର୍ବାଧିକ ରହିବ ବୋଲି ବରିଷ୍ଠ ପାଣିପାଗ ବିଜ୍ଞାନୀ ଡ. ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି। ସେହିପରି ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ କୁହୁଡ଼ି ହେବାର ସମ୍ଭାବନା ଅଧିକ ରହିଛି।