ଓଡ଼ିଶା

ଆଜିଠାରୁ ୨୫ ତାରିଖ ପର୍ଯ୍ୟନ୍ତ ଉପକୂଳ ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ପାଗ ମେଘୁଆ ରହିବା ସହ ସ୍ଥାନେସ୍ଥାନେ ହାଲୁକାରୁ ସ୍ୱଳ୍ପ ବର୍ଷା ହୋଇପାରେ

ଆଜିଠାରୁ ୨୫ ତାରିଖ ପର୍ଯ୍ୟନ୍ତ ଉପକୂଳ ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ପାଗ ମେଘୁଆ ରହିବା ସହ ସ୍ଥାନେସ୍ଥାନେ ହାଲୁକାରୁ ସ୍ୱଳ୍ପ ବର୍ଷା ହୋଇପାରେ।

୨୨ ଓ ୨୩ତାରିଖରେ ବର୍ଷାର ସମ୍ଭାବନା ସର୍ବାଧିକ ରହିବ ବୋଲି ବରିଷ୍ଠ ପାଣିପାଗ ବିଜ୍ଞାନୀ ଡ. ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି। ସେହିପରି ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ କୁହୁଡ଼ି ହେବାର ସମ୍ଭାବନା ଅଧିକ ରହିଛି।

Related Articles

Back to top button
WP Twitter Auto Publish Powered By : XYZScripts.com