ଓଡ଼ିଶା
‘ଲକ୍ଷ୍ମୀ’ ବସ୍ ସେବା ନବରଙ୍ଗପୁର ଜିଲ୍ଲାର ଅପହଞ୍ଚ ଗ୍ରାମବାସୀଙ୍କ ପାଇଁ ଆଶୀର୍ବାଦ ପାଲଟିଛି
‘ଲକ୍ଷ୍ମୀ’ ବସ୍ ସେବା ନବରଙ୍ଗପୁର ଜିଲ୍ଲାର ଅପହଞ୍ଚ ଗ୍ରାମବାସୀଙ୍କ ପାଇଁ ଆଶୀର୍ବାଦ ପାଲଟିଛି। ଏହି ବସ୍ ସେବା ଦ୍ବାରା ଏବେ ଜିଲ୍ଲାର ଆଭ୍ୟନ୍ତର ଅଞ୍ଚଳରୁ ସହରକୁ ଯାତାୟାତ ସୁଗମ ହୋଇଛି।
ଏନେଇ ଆଭ୍ୟନ୍ତର ତଥା ଅପହଞ୍ଚ ଗ୍ରାମବାସୀଙ୍କ ମନରେ ଏବେ ହସ ଫୁଟିଥିବା ବେଳେ ଉକ୍ତ ଅଞ୍ଚଳବାସୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ‘୫-ଟି’ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ କୃତଜ୍ଞତା ଜଣାଇଛନ୍ତି।