ମନୋରଞ୍ଜନ

ସାଉଥ ସୁପରଷ୍ଟାର ଜୁନିଅର ଏନଟିଆର ଏବେ ତାଙ୍କର ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ଦେବରା’ ପାଇଁ ଚର୍ଚ୍ଚାରେ ଅଛନ୍ତି

ସାଉଥ ସୁପରଷ୍ଟାର ଜୁନିଅର ଏନଟିଆର ଏବେ ତାଙ୍କର ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ଦେବରା’ ପାଇଁ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଏହି ଚଳଚ୍ଚିତ୍ରର ଟିଜର ରିଲିଜ ହୋଇଛି, ଯାହା ପରେ ଚଳଚ୍ଚିତ୍ରର ରିଲିଜକୁ ନେଇ ପ୍ରଶଂସକମାନଙ୍କ ଉତ୍ସାହ ବଢ଼ିଛି। ତେବେ ଏହାରି ମଧ୍ୟରେ ଫିଲ୍ମର ରିଲିଜ୍ ତାରିଖ ଘୁଞ୍ଚିଥିବା ଖବର ଏବେ ସାମ୍ନାକୁ ଆସିଛି।

ପୂର୍ବରୁ ‘ଦେବରା’ ଏପ୍ରିଲ ୫ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବାର ଥିଲା। କିନ୍ତୁ ବର୍ତ୍ତମାନ ନିର୍ମାତାମାନେ ଏହି ତାରିଖରେ ଫିଲ୍ମ ରିଲିଜ୍ ନ କରିବାକୁ ନିଷ୍ପତ୍ତି ନେଇଛନ୍ତି।

Related Articles

Back to top button