ଜାତୀୟ

ପଦ୍ମ ପୁରସ୍କାରରେ ସମ୍ମାନିତ ହେବାକୁ ଥିବା ବ୍ୟକ୍ତିତ୍ୱଙ୍କ ନାମ ଘୋଷଣା କରାଯାଇଛି

ପଦ୍ମ ପୁରସ୍କାରରେ ସମ୍ମାନିତ ହେବାକୁ ଥିବା ବ୍ୟକ୍ତିତ୍ୱଙ୍କ ନାମ ଘୋଷଣା କରାଯାଇଛି। ଏଥର ପ୍ରଥମ ଥର ପାଇଁ ୧୩୨ ଜଣଙ୍କୁ ପଦ୍ମ ପୁରସ୍କାରରେ ସମ୍ମାନିତ କରାଯାଉଛି। ତାଲିକାରେ ୪୦ଜଣ ଓବିସି, ୯ଖ୍ରୀଷ୍ଟିଆନ ଓ ୮ଜଣ ମୁସଲମାନ ଇତ୍ୟାଦି ଅଛନ୍ତି।

ଏଥିମଧ୍ୟରୁ ପୂର୍ବବର୍ଷ ନଭେମ୍ବରରେ ଦୁନିଆରୁ ଅଲବିଦା ନେଇଥିବା ଏମ ଫାତିମା ବିବିଙ୍କର ନାଁ ମଧ୍ୟ ସାମିଲ୍‌ ଅଛି। ସେ ସୁପ୍ରିମକୋର୍ଟର ପ୍ରଥମ ମହିଳା ବିଚାରିପତି ଭାବରେ ଗୌରବ ଅର୍ଜନ କରିଥିଲେ।

Related Articles

Back to top button
WP Twitter Auto Publish Powered By : XYZScripts.com