ଓଡ଼ିଶା

ରାଜ୍ୟରେ ଆସନ୍ତାକାଲିଠୁ ପାଣିପାଗରେ ପରିବର୍ତ୍ତନ ଦେଖାଯିବ

ରାଜ୍ୟରେ ଆସନ୍ତାକାଲିଠୁ ପାଣିପାଗରେ ପରିବର୍ତ୍ତନ ଦେଖାଯିବ । ଏଥିସହ ବର୍ଷାରେ ବ୍ରେକ ମଧ୍ୟ ଲାଗିଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଶୀତ ସହ ଘନ କୁହୁଡ଼ି ଅସ୍ତବ୍ୟସ୍ତ କରିବ। ଉତ୍ତର-ପଶ୍ଚିମ ଦିଗରୁ ଓଡ଼ିଶାକୁ ବହୁଛି ଥଣ୍ଡା ଶୁଷ୍କ ପବନ ।

ଏହାରି ପ୍ରଭାବରେ ଦୁଇଦିନ ମଧ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ। ଆଭ୍ୟନ୍ତରୀଣ ଓଡିଶାରେ ଶୀତ ଲହରୀ ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ ।

Related Articles

Back to top button
WP Twitter Auto Publish Powered By : XYZScripts.com