ଜାତୀୟସ୍ୱାସ୍ଥ୍ୟ

୧୦ ମିନିଟ୍‌ ମଧ୍ୟରେ ରୋଗୀଙ୍କ ନିକଟରେ ପହଞ୍ଚିବ ସରକାରୀ ଆମ୍ବୁଲାନ୍ସ

ଆଉ ଦୁର୍ଘଟଣା ଯୋଗୁଁ ରାସ୍ତା ଉପରେ ଚାଲିଯିବ ନାହିଁ ଜୀବନ। ଫୋନ୍‌ ଆସିବାର ୧୦ ମିନିଟ୍‌ ମଧ୍ୟରେ ଆହତ, ରୋଗୀଙ୍କ ନିକଟରେ ପହଞ୍ଚିବ ସରକାରୀ ଆମ୍ବୁଲାନ୍ସ। ଏଥିପାଇଁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୨୦୨୭ ସୁଦ୍ଧା ୧୨୦୦ ନୂଆ ଆମ୍ବୁଲାନ୍ସ ଆଣିବ।

ପ୍ରତି ବର୍ଷ ୩୦୦ ଲେଖାଏଁ ଆମ୍ବୁଲାନ୍ସ ରୋଗୀ ସେବାରେ ନିୟୋଜିତ କରିବା ପାଇଁ ନିଷ୍ପତ୍ତି ହୋଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com