Featuredକ୍ରୀଡ଼ାଜାତୀୟମନୋରଞ୍ଜନ

ଚେସ୍ ତାରକା ପଦ୍ମିନୀ ରାଉତ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି

ହାତକୁ ଦି’ ହାତ ହେଲେ ଓଡ଼ିଆ ଚେସ୍ ତାରକା ପଦ୍ମିନୀ ରାଉତ। ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଏହି ଇଣ୍ଟର ନ୍ୟାସନାଲ ମାଷ୍ଟର। ଭୁବନେଶ୍ୱରରେ ହିନ୍ଦୁ ବୈଦିକ ରୀତିନୀତିରେ ବିବାହ ସମ୍ପନ୍ନ ହୋଇଛି।

ସେ ମୁମ୍ବାଇର ଜୟକିଶିନ ମନାକାନୀଙ୍କୁ ବିବାହ କରିଛନ୍ତି। ଏହି ବିବାହ ଉତ୍ସବରେ ଓଡ଼ିଶା ସମେତ ଦେଶର ନାମୀଦାମୀ ଚେସ୍‌ ତାରକା ଓ ବିଶିଷ୍ଟ ବ୍ୟକ୍ତି ଯୋଗଦେଇଥିଲେ। ଭୁବନେଶ୍ୱର ପଟିଆ ଅଞ୍ଚଳରେ ଏକ ହୋଟେଲରେ ପଦ୍ମିନୀ ଓ ଜୟକିଶିନଙ୍କ ବିବାହ ସମ୍ପନ୍ନ ହୋଇଛି।

Related Articles

Back to top button