ରାଜନୀତି

ବଲାଙ୍ଗିର କଂଗ୍ରେସ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଆଗାମୀ ନିର୍ବାଚନ ଲଢ଼ିବେ ନାହିଁ

ବଲାଙ୍ଗିର କଂଗ୍ରେସ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଆଗାମୀ ନିର୍ବାଚନ ଲଢ଼ିବେ ନାହିଁ । ଏହା ସହ ସେ ରାଜନୀତି ଛାଡ଼ିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ।

ଏହି ପ୍ରସଙ୍ଗ ନେଇ ସେ ଲୋକଙ୍କ ସହ ଆଲୋଚନା କରିବାକୁ ବଲାଙ୍ଗୀରର ଏକ ଘରୋଇ ହୋଟେଲରେ ଦରବାର ଡାକିଥିଲେ । ଏଥିରେ ନରସିଂହ ଘୋଷଣା କରିଛନ୍ତି, ବିଧାୟକ ହିସାବରେ ଏହା ହେଉଛି ତାଙ୍କ ଶେଷ ଜନତା ଦରବାର । ସେ ଆଉ ନିର୍ବାଚନ ଲଢିବେ ନାହିଁ କିନ୍ତୁ ରାଜନୀତି କରିବେ ବୋଲି କହିଛନ୍ତି ନରସିଂହ ।

Related Articles

Back to top button
WP Twitter Auto Publish Powered By : XYZScripts.com