ଜାତୀୟରାଜନୀତି

ନୀତୀଶ କୁମାରଙ୍କ ଇସ୍ତଫା ପରେ ବିହାରରେ ଏକ ନୂତନ ସରକାର ଗଠନ

ନୀତୀଶ କୁମାରଙ୍କ ଇସ୍ତଫା ପରେ ବିହାରରେ ଏକ ନୂତନ ସରକାର ଗଠନ ହେବାକୁ ଯାଉଥିଲେ ମଧ୍ୟ ଜେଡିୟୁ ମୁଖ୍ୟମନ୍ତ୍ରୀ ପଦରେ ରହିବେ। ରବିବାର ସନ୍ଧ୍ୟାରେ ନବମ ଥର ବିହାରର ମୁଖ୍ୟମନ୍ତ୍ରୀ ଭାବେ ନୀତୀଶ କୁମାର ଶପଥ ଗ୍ରହଣ କରିଛନ୍ତି।

ଶପଥ ଗ୍ରହଣ ସମାରୋହରେ ଭାଜପା ସଭାପତି ଜେ.ପି. ନଡ୍ଡା ଉପସ୍ଥିତ ରହିଥିଲେ। ନୀତୀଶ କୁମାରଙ୍କ ସମେତ ଶପଥ ୯ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com