ଓଡ଼ିଶାରାଜନୀତି

୨୦୨୪ ନିର୍ବାଚନ ପୂର୍ବରୁ ବିଜେପି ଫୋକସରେ ଓଡିଶା

୨୦୨୪ ନିର୍ବାଚନ ପୂର୍ବରୁ ବିଜେପି ଫୋକସରେ ଓଡିଶା । ଫେବ୍ରୁଆରୀରେ ଦୁଇ ଦୁଇ ଥର ପ୍ରଧାନମନ୍ତ୍ରୀ ଓଡିଶା ଆସିବା କାର୍ଯ୍ୟକ୍ରମ ରହିଛି । ଆସନ୍ତା ୩ ତାରିଖରେ ସମ୍ବଲପୁର କାର୍ଯ୍ୟକ୍ରମ ଥିବାବେଳେ ୧୦ ତାରିଖରେ ଭୁବନେଶ୍ୱର ଆସି ମହିଳା ସମାବେଶରେ ଯୋଗ ଦେଇପାରନ୍ତି ନରେନ୍ଦ୍ର ମୋଦୀ ।

ତେବେ ଦଳର ସର୍ବୋଚ୍ଚ ନେତାଙ୍କ ଗସ୍ତ ଖବର ବିଜେପି ଶିବିରରେ ଉତ୍ସାହ ଭରି ଦେଇଛି । ଅନ୍ୟପଟେ ପ୍ରଧାନମନ୍ତ୍ରୀଙ୍କ ଗସ୍ତର କୌଣସି ପ୍ରଭାବ ପଡିବ ନାହିଁ ବୋଲି କହିଛନ୍ତି ଉଭୟ ବିଜେଡି ଓ କଂଗ୍ରେସ ।

Related Articles

Back to top button
WP Twitter Auto Publish Powered By : XYZScripts.com