ଓଡ଼ିଶା

ପୁଣି ଭିଜିବ ଓଡିଶା : ୩୧ ତାରିଖରୁ ରାଜ୍ୟରେ ବଦଳିବ ପାଗ

ପୁଣି ଭିଜିବ ଓଡିଶା । ୩୧ ତାରିଖରୁ ରାଜ୍ୟରେ ବଦଳିବ ପାଗ । ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ପୁଣି ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୪ ତାରିଖ ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ପଶ୍ଚିମା ଝଡ ପ୍ରଭାବରେ ବର୍ଷା ହେବ । ସେପଟେ ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ପବନ ପ୍ରଭାବରେ ଜାଡ ବଢିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com