ଜାତୀୟ

ଆଜି ରାୟଗଡା ରେଳ ଷ୍ଟେସନରୁ ସ୍ୱତନ୍ତ୍ର ଟ୍ରେନ୍‌ ଯୋଗେ ବାରଣାସୀ ଓ ଗୟା ଅଭିମୁଖେ ତୀର୍ଥଯାତ୍ରା ଆରମ୍ଭ କରିଛନ୍ତି

ରାଜ୍ୟ ପର୍ଯ୍ୟଟନ ବିଭାଗ ଓ ରାୟଗଡା ଜିଲ୍ଳା ପ୍ରଶାସନ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ତୀର୍ଥଯାତ୍ରା ଭ୍ରମଣ କାର୍ଯ୍ୟକ୍ରମରେ ଦକ୍ଷିଣ-ପଶ୍ଚିମାଚଂଳର କୋରାପୁଟ, ରାୟଗଡା, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି ଓ ନୂଆପଡା ଆଦି ୬ଟି ଜିଲ୍ଳାର ୯୭୦ଜଣ ତୀର୍ଥଯାତ୍ରୀ ଓ ୩୦ଜଣ ଏସକୋର୍ଟ କର୍ମକର୍ତ୍ତାମାନେ ଆଜି ରାୟଗଡା ରେଳ ଷ୍ଟେସନରୁ ସ୍ୱତନ୍ତ୍ର ଟ୍ରେନ୍‌ ଯୋଗେ ବାରଣାସୀ ଓ ଗୟା ଅଭିମୁଖେ ତୀର୍ଥଯାତ୍ରା ଆରମ୍ଭ କରିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com