ଜାତୀୟ

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆସନ୍ତାମାସ ୩ ତାରିଖରୁ ତିନି ଦିନ ଧରି ସ୍ଥାନୀୟ ଜନତା ମଇଦାନଠାରେ ଆୟୋଜିତ ହେବ

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆସନ୍ତାମାସ ୩ ତାରିଖରୁ ତିନି ଦିନ ଧରି ସ୍ଥାନୀୟ ଜନତା ମଇଦାନଠାରେ ଆୟୋଜିତ ହେବ ।

ଏଥିରେ ଦେଶ ବିଦେଶର ଐତିହାସିକ, ଭାଷାବିତ, ଗବେଷକ, ବୁଦ୍ଧିଜୀବୀ ଏବଂ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ବ୍ୟକ୍ତିବିଶେଷ ଯୋଗଦେଇ ଓଡ଼ିଆ ଭାଷାର ମହନୀୟ ଅତୀତ ଓ ଭବିଷ୍ୟତର ପ୍ରାସଙ୍ଗିକତା ସମ୍ପର୍କରେ ତର୍କ ଭିତ୍ତିକ ଓ ମାର୍ମିକ ତର୍ଜମା କରିବେ ।

Related Articles

Back to top button
WP Twitter Auto Publish Powered By : XYZScripts.com