ଓଡ଼ିଶା

ଆଜି ରାଜଧାନୀରେ କଂଗ୍ରେସର ଓଡିଶା ବଞ୍ଚାଅ ସମାବେଶ

ଆଜି ରାଜଧାନୀରେ କଂଗ୍ରେସର ଓଡିଶା ବଞ୍ଚାଅ ସମାବେଶ । ଏଥିରେ ସାମିଲ ହେବାକୁ ଓଡିଶା ଆସୁଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ । କଂଗ୍ରେସ ଦାୟିତ୍ୱ ଗ୍ରହଣ କରିବା ପରେ ଏହା ଖଡଗେଙ୍କ ପ୍ରଥମ ଓଡିଶା ଗସ୍ତ ।

ଯାହାକୁ ନେଇ ନେଇ ଦଳୀୟ କର୍ମୀଙ୍କ ଭିତରେ ନୂଆ ଉତ୍ସାହ ଦେଖିବାକୁ ମିଳିଛି । ସମାବେଶକୁ ସଫଳ କରିବା ପାଇଁ ରାଜ୍ୟର କୋଣ ଅନୁକୋଣରୁ ପ୍ରାୟ ୫୦ହଜାର ନେତା, କର୍ମୀଙ୍କୁ ସାମିଲ କରିବାକୁ କଂଗ୍ରେସ ପ୍ରସ୍ତୁତି ଚଳାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com