ଓଡ଼ିଶା

ଶଙ୍ଖ ଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ବିଜେଡିରେ ସାମିଲ ହୋଇଛନ୍ତି ୩୦ ଜିଲ୍ଲାରୁ ୨୯ ବିଶିଷ୍ଟ କଳାକାର

ଶଙ୍ଖ ଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ବିଜେଡିରେ ସାମିଲ ହୋଇଛନ୍ତି ୩୦ ଜିଲ୍ଲାରୁ ୨୯ ବିଶିଷ୍ଟ କଳାକାର । ଓଡ଼ିଶା କଳାକାର ମହାସଂଘର କଳାକାର ମାନେ ବହୁ ସଂଖ୍ୟାରେ ଆସି ଅନୁଷ୍ଠାନିକ ଭାବେ ବିଜେଡିରେ ଯୋଗ ଦେଇଛନ୍ତି ।

ଜଣାଶୁଣା ଅଭିନେତା ଦୈତାରୀ ପଣ୍ଡା, ବାପି ପଣ୍ଡା, ଚୈତନ୍ୟ ପାଇକ, ରମେଶ ନାୟକ, ସୁବାସ ବେହେରା, ଶିବରାମ ପ୍ରଧାନଙ୍କ ପରି ବିଶିଷ୍ଟ କଳାକାର ଶଙ୍ଖ ଫୁଙ୍କିଛନ୍ତି । ଏମାନଙ୍କ ସହ ୩ଶହରୁ ଅଧିକ କଳାକାର ମଧ୍ୟ ବିଜେଡିରେ ସାମିଲ ହୋଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com