ଓଡ଼ିଶା

୩୦ ଓ ୩୧ରେ ରାଜ୍ୟର କେତେକ ସ୍ଥାନରେ ଘନକୁହୁଡି ହେବାର ସମ୍ଭାବନା ରହିଛି

୩୦ ଓ ୩୧ରେ ରାଜ୍ୟର କେତେକ ସ୍ଥାନରେ ଘନକୁହୁଡି ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ,ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି।

ଏହାର ପ୍ରଭାବରେ ଉକୂଳ ଓଡ଼ିଶାର କେତେକ ଜିଲ୍ଲା ଓ ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ସେହିପରି ଫେବ୍ରୁଆରୀ ୧ ଓ ୨ ତାରିଖରେ କେତେକ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com